Himanshu
My blogs
| Gender | Male |
|---|---|
| Location | Dhenkanal, Odisha, India |
| Introduction | ନିରୋଳା ଦେଖି ଗଳ୍ପ ଗୁଡିକ ମୋତେ ପ୍ରଶ୍ନ କଲେ "ତୁ ଗଳ୍ପ କେମିତି ଲେଖୁ ?" ମୁଁ ହସିଦେଇ କହିଥିଲି "ଆପଣ ନିଜକୁ ଦେଖନ୍ତୁ , ନିଜ ଚତୁର୍ଦ୍ଦିଗ କୁ ଅନୁଭବ କରନ୍ତୁ ! ଅସରନ୍ତି ସୁଖ-ଦୁଃଖ , ଅକଳନ ହାନି-ଲାଭ , ଗଭୀର ପ୍ରେମ-ବିରହ , ଅପର୍ଯ୍ୟାପ୍ତ ଜନ୍ମ-ମୃତ୍ୟୁ !!! ସବୁତ ପ୍ରଦର୍ଶିତ ଏଠି " ଆଉ କବିତା କ'ଣ କହିଲା ଜାଣନ୍ତି ? କହିଲା, "ତୁ' ତ ନିଜକୁ ଗାଳ୍ପିକ ଭାବିଛୁ , କବିତା କିପରି ଲେଖିବୁ ?" ମୋ ଉତ୍ତର ଥିଲା.. " ସତେ'ତ ! ତୁମ ହସ ହସ ତୃପ୍ତ ବଦନରୁ ଟିକିଏ ଦୁଃଖ ଟାଣିଆଣି.. ଗାରେଇ ନଦେଲେ ମୋ ଭାବନାରେ ! ସେ କି କବିତା ?" |
| Interests | Writing poet and stories |
| Favorite movies | Over the hedge |
| Favorite books | SHREE RADHA |

